ଆଜିର ଖବର ପଶ୍ଚିମ ଓଡ଼ିଶାରୁ ନିର୍ବାଚନ ଲଢିବେ ନବୀନ ! ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ତାଙ୍କର ପାରମ୍ପରିକ ଆସନ ହିଞ୍ଜିଳି ନୁହେଁ ବରଂ ପଶ୍ଚିମ ଓଡ଼ିଶାର ବରଗଡ଼ ଜିଲ୍ଲାର କୌଣସି ଆସନରୁ…