ବିଶେଷ ଖବର ମହିଳା ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ୧୦ ଦିନ ଅଧିକ ମିଳିବ ବାର୍ଷିକ ସାମୟିକ ଛୁଟି ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି। ସରକାରୀ…