ଆଞ୍ଚଳିକ ବାଲୁଗାଁ ମହାବିଦ୍ୟାଳୟରେ ବିଶ୍ୱ ଦର୍ଶନ ଦିବସ ପାଳିତ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମହାବିଦ୍ୟାଳୟ ଦର୍ଶନଶାସ୍ତ୍ର ବିଭାଗ ପକ୍ଷରୁ ବିଶ୍ୱ ଦର୍ଶନ ଦିବସ ଆଜି ପାଳିତ ହୋଇଯାଇଛି । ପ୍ରତିବର୍ଷ ଯୁନେସ୍କୋ ପକ୍ଷରୁ ବିଶ୍ୱର ମହାନ…