ଆଜିର ଖବର ବିଶ୍ୱ ରେଡିଓ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ରେଡିଓ ଦିବସ ଅବସରରେ ଆଜି ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଆସନ୍ତା ୨୩ ତାରିଖରେ ପ୍ରସାରିତ ହେବାକୁ ଥିବା ଚଳିତ ମାସର…