ଆଜିର ଖବର ବିଶ୍ୱ ଗୋଲାପ ଦିବସରେ କର୍କଟ ରୋଗ ସଚେତନତା କାର୍ଯ୍ୟକ୍ରମ ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ପ୍ରତିବର୍ଷ ସେପ୍ଟେମ୍ବର ୨୨ ତାରିଖକୁ ‘ବିଶ୍ୱ ଗୋଲାପ ଦିବସ’ (World Rose Day) ଭାବରେ ପାଳନ କରାଯାଏ। କର୍କଟ ରୋଗୀଙ୍କ ମନରେ…