ବିଶେଷ ଖବର କଂଗ୍ରେସରେ ବିଲୟ ହେଲା YSR ତେଲେଙ୍ଗାନା, ଜଗନ୍ ମୋହନ ରେଡ୍ଡୀଙ୍କ ଭଉଣୀଙ୍କୁ ଦଳରେ ସାମିଲ କଲେ ଖଡଗେ ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ Y.S. ଜଗନ୍ ମୋହନ ରେଡ୍ଡୀଙ୍କ ଭଉଣୀ YS ଶର୍ମିଲା ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି। ସେ କଂଗ୍ରେସ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖଡଗେ…