ଆଜିର ଖବର ଜୀ ସାର୍ଥକରେ ମେ ୩ ତାରିଖ ସନ୍ଧ୍ୟା ୬:୩୦ ମିନିଟରେ ପ୍ରଥମ ଥର ପାଇଁ ସୁପରହିଟ ଚଳଚିତ୍ର ଦେଖନ୍ତୁ ‘ଚକ୍ରାନ୍ତ’ ଓଡ଼ିଶାର ପ୍ରତିଟି ଘରର ପ୍ରିୟ ମନୋରଞ୍ଜନ ଚ୍ୟାନେଲ ‘ଜୀ-ସାର୍ଥକ’ ସବୁବେଳେ ଦର୍ଶକଙ୍କ ପସନ୍ଦକୁ ଆଧାର କରି ନୂଆ ନୂଆ ଚଳଚ୍ଚିତ୍ର ଭେଟିଦେଇଛି । ସେହିପରି ଆସନ୍ତା ମେ…