ଆଜିର ଖବର ମନୀଷ ସିସୋଦିଆଙ୍କୁ ମିଳିଲାନି ସୁପ୍ରିମକୋର୍ଟଙ୍କଠାରୁ ଆଶ୍ଵସ୍ତି, ଅକ୍ଟୋବର ୪ରେ ହେବ ଜାମିନ ଶୁଣାଣି ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଆଜି ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଉପରେ ଶୁଣାଣି ଅକ୍ଟୋବର ୪ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ଅବକାରୀ ଦୁର୍ନୀତି ମାମଲାରେ…