ଆଜିର ଖବର ବାଲୁଗାଁ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଶତାଧିକ ଆଦିବାସୀ ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ମଧ୍ୟାହ୍ନରେ ଅଖିଳ ଭାରତ କ୍ଷେତ ମଜଦୁର କିସାନ ସଭା (ଅ.ଆଇ.କେ.ଏମ.କେ.ଏସ) ଦାମିଆ ବରବରା ଓ ନୀଳାଦ୍ରି ପ୍ରସାଦ ପଂଚାୟତର ଆଞ୍ଚଳିକ କମିଟି…