ଆଜିର ଖବର ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ପୁରୀ/ଭୁବନେଶ୍ୱର: ଶ୍ରମିକ କଲ୍ୟାଣ କେବଳ ଏକ ସାଂଗଠନିକ କାର୍ଯ୍ୟ ନୁହେଁ, ବରଂ ଏହା ଏକ ଦାୟିତ୍ୱବାନ ବୈଚାରିକ ଆନ୍ଦୋଳନ ଯାହା ରାଷ୍ଟ୍ର ନିର୍ମାଣର ମୂଳଦୁଆ ସଦୃଶ। ଆଜି…