ଆଜିର ଖବର ପ୍ରଧାନମନ୍ତ୍ରୀ ମୋଦୀଙ୍କ ଘୋଷଣା: ଅଗଷ୍ଟ ୧୪ରେ ପାଳନ ହେବ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ ନୂଆଦିଲ୍ଲୀ: ଅଗଷ୍ଟ ୧୪ ତାରିଖକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ ‘ବିଭଜନ ବିଭୀଷିକା ସ୍ମୃତି ଦିବସ’ ଭାବରେ ପାଳନ କରିବାକୁ ଘୋଷଣା କରିଛନ୍ତି। ଆଜି ପ୍ରଧାନମନ୍ତ୍ରୀ କହିଛନ୍ତି…