ଆଜିର ଖବର ଅଗଷ୍ଟ ୨୫ରେ ସ୍ମାର୍ଟ ଇଣ୍ଡିଆ ହାକାଥନର ଭବ୍ୟ ଉଦଯାପନ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୫ ତାରିଖ ରାତି ଆଠଟା ବେଳେ ସ୍ମାର୍ଟ ଇଣ୍ଡିଆ ହାକାଥନ-୨୦୨୨ର ଭବ୍ୟ ଉଦ୍ଯାପନୀ ସମାରୋହକୁ ଦୃଶ୍ୟ ଶ୍ରାବ୍ୟ ମାଧ୍ୟମରେ ସମ୍ବୋଧନ…