ଆଜିର ଖବର ପୂର୍ବତଟ ରେଳପଥ ରେଳ ସଦନରେ ଭୂମିକମ୍ପ ଏବଂ ଅଗ୍ନି ନିରାପତ୍ତା ମକ୍ ଡ୍ରିଲ୍ ଭୁବନେଶ୍ୱର: ପୂର୍ବତଟ ରେଳପଥ ଆଜି ଓଡ଼ିଶା ସରକାରଙ୍କ ଅଗ୍ନିଶମ ସେବା ଶାଖା ସହିତ ସମନ୍ୱୟରେ ଭୁବନେଶ୍ୱରର ରେଳ ସଦନରେ ଭୂମିକମ୍ପ ସତର୍କତାମୂଳକ ପଦକ୍ଷେପ ପ୍ରସ୍ତୁତି ଏବଂ ଅଗ୍ନି…