ଆଜିର ଖବର ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ଅଗ୍ନି -୪ର ସଫଳ ପରୀକ୍ଷଣ ବାଲେଶ୍ବର: ଓଡ଼ିଶାର ଏପିଜେ ଅବଦୁଲ କାଲାମ ଦ୍ବୀପରୁ ମଧ୍ୟମ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ସମ୍ପନ୍ନ ହୋଇଛି। ଆଜି ପ୍ରାୟ ସନ୍ଧ୍ୟା ସାଢ଼େ ସାତଟା ସମୟରେ…