ଅଗ୍ନିକାଣ୍ଡ ଘଟି

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ବିଦ୍ୟୁତ୍ ସର୍ଟ ସର୍କିଟ୍ ରୁ ନିଆଁ ଲାଗିଥିବା କୁହାଯାଉଛି।…