ଆଜିର ଖବର ପ୍ରଶାସନ ପକ୍ଷରୁ ଏସ୍ଏଚ୍ଜି ଗ୍ରୁପ୍କୁ ଏମ୍ପିଓଏମ୍ ମେସିନ୍ ଏବଂ ଅଙ୍ଗନୱାଡ଼ି କେନ୍ଦ୍ରକୁ ଗ୍ୟାସ ଚୁଲା ପ୍ରଦାନ ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ କାର୍ଯ୍ୟାଳୟ ପରିସରରେ ଆଜି ଓରମାସ୍ ତରଫରୁ ଦୁଇଟି କାର୍ଯ୍ୟକ୍ରମ ହୋଇଥିଲା। ପ୍ରଥମତଃ ଜିଲ୍ଲାର…