ଅଙ୍ଗୋଲା ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି ଅଙ୍ଗୋଲାର ରାଷ୍ଟ୍ରପତି ଭାରତ ଗସ୍ତରେ ଆସିଛନ୍ତି। ଏହି ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଙ୍ଗୋଲା ରାଷ୍ଟ୍ରପତିଙ୍କ ସହ ଏକ ପ୍ରେସ ବିବୃତ୍ତି କରିଛନ୍ତି।…