ଆଜିର ଖବର ଯାତ୍ରୀବାହୀ ଅଟୋ ରିକ୍ସା ସହ ଟ୍ରକ୍ ମୁହାଁମୁହିଁ ଧକ୍କା: ମହିଳା ମୃତ, ତିନି ଆହତ ନୟାଗଡ/ରଣପୁର: ନୟାଗଡ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଗୋଟିଏ ଯାତ୍ରୀବାହୀ ଅଟୋ ରିକ୍ସା ସହ ଟ୍ରକ୍ ମୁହାଁ ମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ଜଣେ…