ଆଜିର ଖବର ୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ଯୁବପିଢ଼ିଙ୍କ ଦକ୍ଷତାକୁ ଶାଣିତ କରି ସେମାନଙ୍କୁ ନିଯୁକ୍ତି ଉପଯୋଗୀ ତାଲିମ ପ୍ରଦାନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି।…