ବିଶେଷ ଖବର ପୂର୍ବତଟ ରେଳପଥ ପକ୍ଷରୁ ଅଣସଂରକ୍ଷିତ ଟିକେଟ୍ ଦ୍ୱାରା ୦୯ ଯୋଡ଼ା ସ୍ୱତନ୍ତ୍ର ଟ୍ରେନରେ କରାଯାଇପାରିବ ଯାତ୍ରା ଭୁବନେଶ୍ବର: ପୂର୍ବ ତଟ ରେଳପଥ ପରିସୀମା ମଧ୍ୟରେ ୦୯ ଯୋଡ଼ା ସ୍ୱତନ୍ତ୍ର ଟ୍ରେନର ଅଣସଂରକ୍ଷିତ କୋଚରେ ଅଣସଂରକ୍ଷିତ ଟିକେଟ୍ ଦ୍ୱାରା ଯାତ୍ରା ଉପଲବ୍ଧ କରାଇବାପାଇଁ ରେଳପଥ ପକ୍ଷରୁ…