ଆଜିର ଖବର ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ ରୋକିବା ପାଇଁ ପ୍ରଶାସନ ନେଲା ଏକ ନୂଆ ପଦକ୍ଷେପ ପୁରୀ: ଶ୍ରୀମନ୍ଦିରରେ ବିଭିନ୍ନ ସମୟରେ ଅଣହିନ୍ଦୁ ପ୍ରବେଶ କରୁଥିବାରୁ ବିବାଦ ସୃଷ୍ଟି ହେଉଛି। ଏହିପରି ଅଘଟଣକୁ ରୋକିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଏକ ନୂଆ ପଦକ୍ଷେପ ଗ୍ରହଣ…