ଆଜିର ଖବର ମଧ୍ୟାହ୍ନ ଭୋଜନ ତରକାରୀରେ ହଳଦୀ ବଦଳରେ ସର୍ଫ ପାଉଡର!: ୬୮ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଗୁରୁତର ଭୁବନେଶ୍ଵର: ମାଳିଶିରା ପଞ୍ଚାୟତ ଡେଙ୍ଗପଦର ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୭୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଗତକାଲି ମଧ୍ୟାହ୍ନ ଭୋଜନ ଖାଇ ଗୁରୁତର ଅସୁସ୍ଥ ହୋଇପଡିଥିବା ଜଣାପଡିଛି।…