ଆଜିର ଖବର ଭାରତରେ ଚିକିତ୍ସା ବାବଦ ଅତିରିକ୍ତ ପକେଟ୍ ଖର୍ଚ୍ଚ ହ୍ରାସ: ଅଧିକ ଶସ୍ତା ଓ ସୁଲଭ ହେଉଛି ସାର୍ବଜନୀନ ସ୍ୱାସ୍ଥ୍ୟ ସେବା ନୂଆଦିଲ୍ଲୀ: ୦୨୧-୨୨ ପାଇଁ ଜାତୀୟ ସ୍ୱାସ୍ଥ୍ୟ ଆକାଉଣ୍ଟ (ଏନଏଚଏ) ତଥ୍ୟରେ ଏକ ସକାରାତ୍ମକ ଧାରା ପ୍ରକାଶିତ ହୋଇଛି । ଦେଶରେ ମୁଖ୍ୟତଃ ସରକାରୀ ପୁଞ୍ଜିନିବେଶ ବୃଦ୍ଧି ଏବଂ…