ଆଜିର ଖବର ସମ୍ ହସ୍ପିଟାଲ କ୍ୟାମ୍ପସ-୨ର ଅତ୍ୟାଧୁନିକ ଚିକିତ୍ସା ସେବା ଯୋଗୁଁ ଜୀବନ ଫେରି ପାଇଲେ ମହିଳା ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ କ୍ୟାମ୍ପସ-୨, ଫୁଲନଖରାର ଏକ ବହୁବିଭାଗୀୟ ଚିକିତ୍ସକ ଦଳ ଜଣେ…