ବିଶେଷ ଖବର ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ଭୁବନେଶ୍ୱର: ପଶ୍ଚିମ ଏସିଆ ଯୁଦ୍ଧ ସଂକଟ ପରିପ୍ରେକ୍ଷୀରେ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ସମ୍ପର୍କରେ ଜିଲ୍ଳାପାଳମାନଙ୍କ ସହିତ…