ଆଜିର ଖବର କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ସୁପ୍ରିମକୋର୍ଟରେ ପହଞ୍ଚିଲେ ଦିଲ୍ଲୀ ସରକାର, ଜାଣନ୍ତୁ କ’ଣ ରହିଛି ଦାବି? ନୂଆଦିଲ୍ଲୀ: ଅଧିକାରୀଙ୍କ ଟ୍ରାନ୍ସଫର ପୋଷ୍ଟିଂ ଉପରେ କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶକୁ ଚ୍ୟାଲେଞ୍ଜ କରି ଦିଲ୍ଲୀର ଆପ ସରକାର ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ଦିଲ୍ଲୀ ସରକାର ଆଜି କହିଛନ୍ତି ଯେ,…