ଅନ୍ତର୍ଜାତୀୟ ଓଡିଶୀ ନୃତ୍ୟ ମହୋତ୍ସବ

ଭୁବନେଶ୍ୱର: ରବୀନ୍ଦ୍ର ମଣ୍ଡପରେ ଚାଲିଥିବା ଅନ୍ତର୍ଜାତୀୟ ଓଡିଶୀ ନୃତ୍ୟ ମହୋତ୍ସବର ଗତକାଲି ଥିଲା ତୃତୀୟ ଦିନ । ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ପକ୍ଷରୁ…