ଅନ୍ତର୍ଜାତୀୟ ମହିଳାଦିବସ

ଭୁବନେଶ୍ୱର: ଭୁବନେଶ୍ୱର ମଦନପୁରସ୍ଥିତ ନିସ୍ ଶିକ୍ଷାନୁଷ୍ଠାନରେ ଅନ୍ତର୍ଜାତୀୟ ମହିଳାଦିବସ ପାଳିତ ହୋଇ ଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଶିକ୍ଷାବିତ୍ ଓ ସମାଜସେବୀ ଡକ୍ଟର ଦିଲ୍ଲିପ ଶ୍ରୀଚନ୍ଦନ…