ବିଶେଷ ଖବର ଅନ୍ତର୍ଜାତୀୟ ମିଲେଟ୍ସ (ଶ୍ରୀ ଅନ୍ନ) ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପୁସା ସ୍ଥିତ ଆଇଏଆରଆଇ କ୍ୟାମ୍ପସର ଏନଏଏସସି କମ୍ପ୍ଲେକ୍ସ ସୁବ୍ରମଣ୍ୟମ ହଲଠାରେ ଅନ୍ତର୍ଜାତୀୟ ମିଲେଟ୍ସ (ଶ୍ରୀଅନ୍ନ) ସମ୍ମିଳନୀକୁ ଉଦଘାଟନ କରିଛନ୍ତି।…