ଆଜିର ଖବର ୫୦ତମ ଦିନିକିଆ ଶତକ ହାସଲ କରିଥିବାରୁ ବିରାଟ କୋହଲିଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିରାଟ କୋହଲି ପ୍ରଥମ କ୍ରିକେଟର ଭାବେ ୫୦ ଦିନିକିଆ ଅନ୍ତର୍ଜାତୀୟ ଶତକ ହାସଲ କରିଥିବାରୁ ତାଙ୍କୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ…