ଆଜିର ଖବର ଅଷ୍ଟ୍ରେଲିଆର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଅନ୍ଥୋନି ଆଲବାନିଜଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଶ୍ରୀ ଆନ୍ଥୋନି ଆଲବାନିଜଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସ ର ଏକ ପୋଷ୍ଟରେ ସେ…