ଆଜିର ଖବର ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ଥାନା ଅନ୍ତର୍ଗତ ଘୋଡ଼ା ହାଡ଼ ରାସ୍ତାରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି। ଯେଉଁଥିରେ ବୁଲେଟ୍ ଚାଳକ ତଥା…