ଆଞ୍ଚଳିକ ବାଣପୁର-ବାଲୁଗାଁରେ ଅପମିଶ୍ରିତ ଖାଦ୍ୟକୁ ନେଇ ବଢୁଛି ଜନଅସନ୍ତୋଷ: ନିଦ୍ରାରେ ଖାଦ୍ୟ ଓ ସୁରକ୍ଷା ବିଭାଗ ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ-ବାଣପୁର ଅଞ୍ଚଳର ବିଭିନ୍ନ ହୋଟେଲ, ଫାଷ୍ଟଫୁଡ଼ ଏବଂ ମିଠା ଦୋକାନରେ ଅପମିଶ୍ରିତ ତଥା ନିମ୍ନମାନର ଖାଦ୍ୟ ବିକ୍ରି ହେଉଥିବା ନେଇ…