ଆଜିର ଖବର ଅପରାଧମୁକ୍ତ ହେଲା କେବୁଲ ଟେଲିଭିଜନ ନେଟୱର୍କ (ନିୟନ୍ତ୍ରଣ) ଆଇନ, ୧୯୯୫ ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଆଜି କେବୁଲ ଟେଲିଭିଜନ ନେଟୱାର୍କ ନିୟମ, ୧୯୯୪ରେ ସଂଶୋଧନ ବିଜ୍ଞପ୍ତି ଜାରି କରିଛି। ଏଥିରେ କେବୁଲ ଟେଲିଭିଜନ ନେଟୱର୍କ (ନିୟନ୍ତ୍ରଣ)…