ଅନ୍ତରାଷ୍ଟ୍ରୀୟ ୟୁଏଇର ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁଏଇର କ୍ୟାବିନେଟ୍ ସଦସ୍ୟ ତଥା ଅର୍ଥନୀତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଏବଂ ଅନ୍ତର୍ଜାତୀୟ ବିନିଯୋଗ ପରିଷଦର ଅଧ୍ୟକ୍ଷ ଅବ୍ଦୁଲ୍ଲା ବିନ୍…