ଆଜିର ଖବର କଂଗ୍ରେସକୁ ଧକ୍କା, ମମତାଙ୍କ ଦଳରେ ଯୋଗଦେଲେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ କୋଲକାତା, କଂଗ୍ରେସକୁ ଜବରଦସ୍ତ ଝଟକା ଲାଗିଛି। ଦଳର ପୂର୍ବତନ ସାଂସଦ ତଥା ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ ମୁଖାର୍ଜି ଆଜି ଟିଏମସିରେ ସାମିଲ ହୋଇଛନ୍ତି।…