ଆଜିର ଖବର ସ୍ତ୍ରୀକୁ ହତ୍ୟା ପରେ ଅଭିଯୁକ୍ତ ସ୍ୱାମୀର ଆତ୍ମହତ୍ୟା ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବେଲଗୁଣ୍ଠା ଥାନା ତନରଡ଼ା ପଞ୍ଚାୟତ ଅନ୍ତର୍ଗତ ସରନୁଆଁପଲ୍ଲୀ ଠାରେ ଏକ ଅଭବନୀୟ ଘଟଣା ଦେଖିବାକୁ ମିଳିଛି। ଗତ ସୋମବାର ବିଳମ୍ବିତ ରାତିରେ…