ଆଜିର ଖବର ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ରାୟଗଡା ଡିଭିଜନ ନିରୀକ୍ଷଣ ଭୁବନେଶ୍ୱର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ବର ଫୁଙ୍କୱାଲ, ରାୟଗଡ଼ା ମଣ୍ଡଳର ମଣ୍ଡଳ ରେଳ ପ୍ରବନ୍ଧକ ଅମିତାଭ ସିଂଘଲଙ୍କ ସହିତ ରାୟଗଡା ଡିଭିଜନର ଏକ ବିସ୍ତୃତ ଯାଞ୍ଚ କରିଥିଲେ।…