ଆଜିର ଖବର ଖୋର୍ଦ୍ଧା: ସ୍ୱାଧୀନତା ଦିବସ ପୂର୍ବରୁ ଜିଲ୍ଲା ପ୍ରଶାସନର ଖସଡ଼ା ପ୍ରସ୍ତୁତ, ପ୍ରତି ଘରେ ଉଡ଼ିବ ତ୍ରିରଙ୍ଗା ସ୍ୱାଧୀନତା ଦିବସ ପୂର୍ବରୁ ଜିଲ୍ଲା ପ୍ରଶାସନର ଖସଡ଼ା ପ୍ରସ୍ତୁତ କରାଯାଇଛି। ଆଜି ଦଶଟି ବ୍ଲକ ବିଡ଼ିଓଙ୍କ ସହ ଜିଲ୍ଲାପାଳଙ୍କ ଆଭାସୀ ବୈଠକ କରାଯାଇଛି। ଚାଳିଶ ଅମୃତ ସରବୋରରେ…