ରାଜ୍ୟ ଖବର ବଲାଙ୍ଗୀରରେ ବଟଲିଂ ପ୍ଲାଣ୍ଟକୁ ଲୋକାର୍ପିତ କଲେ ରାଜ୍ୟପାଳ ଗଣେଶୀ ଲାଲ ସମୀକ୍ଷା ବ୍ୟୁରୋ ବଲାଙ୍ଗୀର: ଉପରାଷ୍ଟ୍ରପତିଙ୍କ ବଲାଙ୍ଗିର ଗସ୍ତ ବାତିଲ ହେବା ପରେ ବଲାଙ୍ଗୀରରେ ବିପିସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟର ଲୋକାର୍ପିତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ।…