ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ…