ଆଜିର ଖବର ସୋଆ ଆଇଏଏସ୍ ରେ ବାର୍ଷିିକ ଉତ୍ସବ “ଅର୍ଣ୍ଣ-୨୦୨୪” ଅନୁଷ୍ଠିତ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସସେ୍ (ଆଇଏଏସ୍)ରେ ବାର୍ଷିକ ଉତ୍ସବ “ଅର୍ଣ୍ଣ-୨୦୨୪” ଆୟୋଜିତ ହୋଇଯାଇଛି। ଗତ ୧୦ ଓ ୧୧…