ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ସୀମାରେ ଲାଗି ରହିଥିବା ଉତ୍ତେଜନା ଓ ସୁରକ୍ଷା ଚିନ୍ତା ମଧ୍ୟରେ କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ରାଷ୍ଟ୍ରାୟତ୍ତ ଓ…

ନୂଆଦିଲ୍ଲୀ: ଭାରତ-ବ୍ରିଟେନ ଅର୍ଥନୈତିକ ଏବଂ ଆର୍ଥିକ ବାର୍ତ୍ତାଳାପ (ଇଏଫଡି) ର ୧୩ତମ ମନ୍ତ୍ରୀସ୍ତରୀୟ ବୈଠକ ଆଜି ଲଣ୍ଡନରେ ଅନୁଷ୍ଠିତ ହୋଇଛି। କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୮ ଏପ୍ରିଲ ୨୦୧୫ ରେ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା (ପିଏମଏମଓ୍ବାଇ) ଆରମ୍ଭ କରିଥିଲେ। ଏହି ଯୋଜନା ସାରା ଭାରତରେ ଲଘୁ ଏବଂ…

ନୂଆଦିଲ୍ଲୀ: ବସ୍ତୁ ଓ ସେବା ଟିକସ ଗୁଇନ୍ଦା ମହାନିର୍ଦ୍ଦେଶାଳୟ (ଡିଜିଜିଆଇ) ବିଦେଶୀ ଅନଲାଇନ୍ ଗେମିଂ ସଂସ୍ଥା ଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ଜୋରଦାର କରିଛି। ଅନଲାଇନ୍ ମନି ଗେମିଂ…

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବା ଅବସରରେ କହିଛନ୍ତି ଯେ ସୀମା…

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ସଂସଦରେ ଅର୍ଥନୈତିକ ସମୀକ୍ଷା ୨୦୨୪-୨୫ ଉପସ୍ଥାପନ କରି କହିଛନ୍ତି ଯେ ଭାରତର ସେବା…

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ଅର୍ଥନୈତିକ ସର୍ବେକ୍ଷଣ ୨୦୨୪-୨୫ ଉପସ୍ଥାପନ କରି କହିଛନ୍ତି ଯେ ସରକାରଙ୍କ ‘ବିକଶିତ…

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ସଂସଦରେ ଅର୍ଥନୈତିକ ସର୍ବେକ୍ଷଣ ୨୦୨୪-୨୫ ଉପସ୍ଥାପନ କରି କହିଥିଲେ ଯେ ଉତ୍ପାଦକତା…

ନୂଆଦିଲ୍ଲୀ: ତୃତୀୟ ଭାରତ- ବ୍ରିଟେନ ଫାଇନାନ୍ସିଆଲ ମାର୍କେଟସ ଡାଏଲଗ (ଏଫଏମଡି) ୧୨ ତାରିଖରେ ଅନୁଷ୍ଠିତ ହୋଇଥିଲା ଭାରତୀୟ ଅର୍ଥ ମନ୍ତ୍ରଣାଳୟ ଏବଂ ଏଚ୍ ଏମ୍ ଟ୍ରେଜେରିର ବରିଷ୍ଠ…

ନୂଆଦିଲ୍ଲୀ: ଭାରତୀୟ ଜୀବନ ବୀମା ନିଗମ (ଏଲ୍ ଆଇସି) ର କର୍ମଚାରୀ ଓ ଏଜେଣ୍ଟମାନଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ କଲ୍ୟାଣକାରୀ ପଦକ୍ଷେପକୁ ଅର୍ଥ ମନ୍ତ୍ରଣାଳୟ ଅନୁମୋଦନ ଦେଇ…

ନୂଆଦିଲ୍ଲୀ: ଫେବୃଆରୀ ୧ ତାରିଖ ୨୦୨୪ରେ ଉପସ୍ଥାପିତ ହେବାକୁ ଥିବା ଅନ୍ତରୀଣ ବଜେଟ୍ ପାଇଁ ଅର୍ଥ ମନ୍ତ୍ରଣାଳୟ ପ୍ରସ୍ତୁତି ଆରମ୍ଭ କରିଛି। ଅର୍ଥ ମନ୍ତ୍ରଣାଳୟର ଅର୍ଥନୈତିକ ବ୍ୟାପାର…

ଭୁବନେଶ୍ଵର: କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାଗବତ କେ କରାଡ଼ଙ୍କ ଅଧ୍ୟକ୍ଷତାରେ ଆଜି ଭୁବନେଶ୍ବର ଠାରେ ଅର୍ଥ ମନ୍ତ୍ରଣାଳୟର ଆଞ୍ଚଳିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଓଡ଼ିଶା,…

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଅଧୀନ ବ୍ୟୟ ବିଭାଗ ପକ୍ଷରୁ ଆଜି 22ଟି ରାଜ୍ୟର ସରକାରଙ୍କୁ ବିପର୍ଯ୍ୟୟ ମୁକାବିଲା ନିମନ୍ତେ 7532 କୋଟି ଟଙ୍କାର ଅନୁଦାନ…

ନୂଆଦିଲ୍ଲୀ: ଅର୍ଥ ମନ୍ତ୍ରଣାଳୟର ବ୍ୟୟ ବିଭାଗ ପକ୍ଷରୁ ଅତିରିକ୍ତ ଋଣ ନେବା ପାଇଁ ଅନୁମତି ଆକାରରେ ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରି ରାଜ୍ୟମାନଙ୍କ ଦ୍ୱାରା ବିଦ୍ୟୁତ କ୍ଷେତ୍ରରେ…

ନୂଆଦିଲ୍ଲୀ: ଅର୍ଥ ମନ୍ତ୍ରଣାଳୟ ଆଜି ଦେଶର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବା ଏମ୍ଏସ୍ଏମଇ ପାଇଁ କୋଭିଡ ମହାମାରୀ ସମୟ ନିମନ୍ତେ ବଡ ସହାୟତା ଯୋଗାଇଛି।…

ଭୁବନେଶ୍ବର: ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆଜି ପୁରୀ ଠାରେ ଛଅଟି ରାଜ୍ୟ ଏବଂ ଦଶଟି ପ୍ରମୁଖ ବ୍ୟାଙ୍କରେ ପବ୍ଲିକ୍‌ ଫାଇନାନ୍ସ ମ୍ୟାନେଜମେଣ୍ଟ ସିଷ୍ଟମ (ପିଏଫଏମଏସ)…

ନୂଆଦିଲ୍ଲୀ: ଓଡ଼ିଶା ସମେତ ଦେଶର ୧୦ଟି ରାଜ୍ୟକୁ ୨୦୨୧-୨୨ ଆର୍ଥିକ ବର୍ଷରେ ବିଦ୍ୟୁତ କ୍ଷେତ୍ରରେ ସଂସ୍କାର ପାଇଁ ଅର୍ଥ ମନ୍ତ୍ରଣାଳୟର ବ୍ୟୟ ବିଭାଗ ପକ୍ଷରୁ ଅତିରିକ୍ତ ୨୮…

ଭୁବନେଶ୍ବର: ଅର୍ଥ ମନ୍ତ୍ରଣାଳୟ ଅଧୀନ ବ୍ୟୟ ବିଭାଗ ପକ୍ଷରୁ ୧୯ଟି ରାଜ୍ୟର ଗ୍ରାମୀଣ ଓ ସହରାଞ୍ଚଳ ପ୍ରଶାସନକୁ ସ୍ୱାସ୍ଥ୍ୟ କ୍ଷେତ୍ର ଅନୁଦାନ ଆକାରରେ ୮,୪୫୩ କୋଟି ୯୨…

ନୂଆଦିଲ୍ଲୀ, କେତେକ ଗଣମାଧ୍ୟମରେ ପ୍ରକାଶ ପାଇଥିବା କିଛି ରିପୋର୍ଟ ଦର୍ଶାଇଥିଲା ଯେ ସ୍ୱିସ୍ ବ୍ୟାଙ୍କଗୁଡ଼ିକରେ ଭାରତୀୟଙ୍କ ଜମାରାଶି ପାଣ୍ଠି ପରିମାଣ ୨୦୧୯ ଶେଷ ସୁଦ୍ଧା ଥିବା ୬,୬୨୫…