ଆଜିର ଖବର ଆଧାର ଭିତ୍ତିକ ଇ-କେୱାଇସି ଜରିଆରେ ତତ୍କାଳ ପାନ୍ ସୁବିଧାର ଶୁଭାରମ୍ଭ କଲେ ଅର୍ଥ ମନ୍ତ୍ରୀ ନୂଆଦିଲ୍ଲୀ: କେନ୍ଦ୍ରୀୟ ବଜେଟର ଘୋଷଣା ଅନୁସାରେ କେନ୍ଦ୍ର ଅର୍ଥ ଓ କର୍ପୋରେଟ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଗତକାଲି ଆନୁଷ୍ଠାନିକ ଭାବେ ତତ୍କାଳ ପାନ୍ ନମ୍ବର ପ୍ରଦାନ…