ଆଜିର ଖବର ବାଣପୁର: ରାଜ୍ୟ ସରକାରଙ୍କ ବସୁଧା ଯୋଜନାକୁ ଉପହାସ, ବୋରିଂ ପାଇପରେ ବନ୍ଧା ହେଉଛନ୍ତି ଗୋରୁ ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନନ୍ଦପୁର ପଞ୍ଚାୟତରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଉକ୍ତ ପଞ୍ଚାୟତ ଅନ୍ତର୍ଗତ ଅନ୍ତରକିଆରୀ ଗ୍ରାମରେ…