ଅଲିମ୍ପିକ ଦିବସ

ନୂଆଦିଲ୍ଲୀ, ବିଭିନ୍ନ ଅଲିମ୍ପିକ ପ୍ରତିଯୋଗିତାରେ ଭାରତର ପ୍ରତିନିଧିତ୍ୱ କରିଥିବା ପ୍ରତିଯୋଗୀଙ୍କ ପାଇଁ ଦେଶ ଗର୍ବିତ ବୋଲି ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଅଲିମ୍ପିକ ଦିବସ ଅବସରରେ କହିଛନ୍ତି ।…