ଆଜିର ଖବର ରାଜରାସ୍ତାରେ ନ୍ୟାୟ ମାଗୁଛି ଶିକ୍ଷକ ସମାଜ, ନିରବଦ୍ରଷ୍ଟା ସାଜିଛି ସରକାର: ସମନ୍ୱୟ ସମିତି ଭୁବନେଶ୍ୱର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସମନ୍ୱୟ ସମିତିର ଆହ୍ୱାନରେ ରାଜ୍ୟ ରାଜଧାନୀ ଭୁବନେଶ୍ୱର ସ୍ଥିତ ଲୋୟର୍ ପି.ଏମ୍.ଜି. ଗାନ୍ଧିମାର୍ଗରେ ହଜାର ହଜାର…