PanchayatElection ପଞ୍ଚାୟତ ନିର୍ବାଚନ ପୂର୍ବରୁ ଅସାମାଜିକଙ୍କୁ ସାବାଡ଼ କରିବା ଉଦ୍ଦେଶ୍ୟରେ ଚାନ୍ଦପୁର ପୋଲିସର ଫ୍ଲାଗମାର୍ଚ୍ଚ ଚାନ୍ଦପୁର: ଆସୁଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଚଳିତ ଥର କରୋନା ମହାମାରୀ ଲାଗି ନିର୍ବାଚନ କମିଶନର ପଞ୍ଚାୟତ ନିର୍ବାଚନ ପାଇଁ ଏକାଧିକ କଟକଣା ଲଗାଇଥିଲେ ସୁଦ୍ଧା ଅସାମାଜିକ…