Categories
ଆଜିର ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଆଇଏସ ପାଇଥିବା କସ୍ତୁରୀ ପଣ୍ଡା

ଭୁବନେଶ୍ବର: ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ଆଇଏସ ପାଇଥିବା କସ୍ତୁରୀ ପଣ୍ଡା। ସେ ତାଙ୍କ ଅଭିଭାବକଙ୍କ ସହିତ ଆସି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। କସ୍ତୁରୀ ସିଭିଲି ସର୍ବିସ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସର୍ବଭାରତୀୟ ସ୍ତରରେ 67 ସ୍ଥାନରେ ଅଛନ୍ତି।

ଆଜି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ପରେ ନବୀନ ତାଙ୍କୁ ଅଭିନନ୍ଦନ ଜଣାଇବା ସହିତ ଭବିଷ୍ୟତ ଉଜ୍ଜଳ କାମନା କରିଛନ୍ତି।