ଆକ୍ଟିଭା ଚାଳକ ମୃତ

ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ୧୬ ନମ୍ୱର ଜାତୀୟ ରାଜପଥ ତୋଟାପଡା ଛକରେ ଏକ ଟ୍ରକ୍ ଧକ୍କାରେ ଜଣେ ଆକ୍ଟିଭା ଚାଳକଙ୍କ ମୃତ୍ୟୁ ହୋଇଥିବାର ଖବର ମିଳିଛି।…